ରଘୁନାଥ ପ୍ରହରାଜ
ଦେଖଣା
(Raghunath Praharajରୁ ଲେଉଟି ଆସିଛି)
ରଘୁନାଥ ପ୍ରହରାଜ | |
---|---|
ବିଧାୟକ: ୪ର୍ଥ, ୫ମ ଓଡ଼ିଶା ବିଧାନ ସଭା(ଉପ) | |
କାର୍ଯ୍ୟକାଳ ୧୯୬୭ – ୧୯୭୩ | |
ନିର୍ବାଚନ ମଣ୍ଡଳୀ | କୋକସରା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁଲାଇ ୧୯୨୨ |
ମୃତ୍ୟୁ | ୨୩ ଜାନୁଆରୀ ୧୯୯୫ | (ବୟସ ୭୨)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ଜନକ କୁମାରୀ ପ୍ରହରାଜ |
ବାପା/ବୋଉ | ସୁଦାମ ଚନ୍ଦ୍ର ପ୍ରହରାଜ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରଘୁନାଥ ପ୍ରହରାଜ (୧ ଜୁଲାଇ ୧୯୨୨ - ୨୩ ଜାନୁଆରୀ ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୬୭ ଓଡ଼ିଶା ବିଧାନ ସଭା ନିର୍ବାଚନରେ ଓ ୧୯୭୧ ଉପ-ନିର୍ବାଚନରେ ସେ କୋକସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୪ର୍ଥ ଓ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରଘୁନାଥ ପ୍ରହରାଜ ୧୯୨୨ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୁଦାମ ଚନ୍ଦ୍ର ପ୍ରହରାଜ ଓ ପତ୍ନୀଙ୍କ ନାମ ଜନକ କୁମାରୀ ପ୍ରହରାଜ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରଘୁନାଥ ପ୍ରହରାଜ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ରଘୁନାଥ ପ୍ରହରାଜ ୧୯୯୫ ମସିହାର ଜାନୁଆରୀ ୨୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Raghunath Praharaj". odishaassembly.nic.in. Odisha Assembly. Retrieved 5 October 2022.