ରାଜେନ୍ଦ୍ର ସିଂହ
Appearance
(Rajendra Singhରୁ ଲେଉଟି ଆସିଛି)
ରାଜେନ୍ଦ୍ର ସିଂହ | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୦୦୫ | |
ପୂର୍ବ ଅଧିକାରୀ | ଦୋଳଗୋବିନ୍ଦ ପ୍ରଧାନ |
ପର ଅଧିକାରୀ | ବିଜୟଲକ୍ଷ୍ମୀ ସାହୁ |
ନିର୍ବାଚନ ମଣ୍ଡଳୀ | କଟକ ସଦର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଜୁନ ୧୯୪୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ନଳୀନି ସିଂହ |
ବାପା/ବୋଉ | ହରିହର ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାଜେନ୍ଦ୍ର ସିଂହ (ଜନ୍ମ: ୫ ଜୁନ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ରାଜେନ୍ଦ୍ର ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଟକ ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରାଜେନ୍ଦ୍ର ସିଂହ ୧୯୪୮ ମସିହାର ଜୁନ ମାସ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ହରିହର ସିଂହ ଏବଂ ପତ୍ନୀଙ୍କ ନାମ ନଳୀନି ସିଂହ ।[୧] ରାଜେନ୍ଦ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାଜେନ୍ଦ୍ର ସିଂହ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Rajendra Singh". odishaassembly.nic.in. Odisha Assembly. Retrieved 23 January 2020.