ରାମକୃଷ୍ଣ ପତି
ଦେଖଣା
(Rama Krushna Patiରୁ ଲେଉଟି ଆସିଛି)
ରାମକୃଷ୍ଣ ପତି | |
---|---|
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ନିର୍ବାଚନ ମଣ୍ଡଳୀ | ଭୁବନେଶ୍ୱର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଡିସେମ୍ବର ୧୯୦୯ |
ମୃତ୍ୟୁ | ୧୬ ଜୁନ ୧୯୮୬ | (ବୟସ ୭୬)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) |
ଜୀବନ ସାଥୀ | ଶକୁନ୍ତଳା ପତି |
ବାପା/ବୋଉ | ଅନନ୍ଦ ଚନ୍ଦ୍ର ପତି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରାମକୃଷ୍ଣ ପତି (୫ ଡିସେମ୍ବର ୧୯୦୯ - ୧୬ ଜୁନ ୧୯୮୬) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରାମକୃଷ୍ଣ ପତି ୧୯୦୯ ମସିହାର ଡିସେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅନନ୍ଦ ଚନ୍ଦ୍ର ପତି ଓ ପତ୍ନୀଙ୍କ ନାମ ଶକୁନ୍ତଳା ପତି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରାମକୃଷ୍ଣ ପତି ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ)ର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ରାମକୃଷ୍ଣ ପତି ୧୯୮୬ ମସିହାର ଜୁନ ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Rama Krushna Pati". odishaassembly.nic.in. Odisha Assembly. Retrieved 15 September 2022.