ରମେଶ ଚନ୍ଦ୍ର ଜେନା

ଉଇକିପିଡ଼ିଆ‌ରୁ
(Ramesh Chandra Jenaରୁ ଲେଉଟି ଆସିଛି)
ରମେଶ ଚନ୍ଦ୍ର ଜେନା
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀନନ୍ଦିନୀ ଦେବୀ
ନିର୍ବାଚନ ମଣ୍ଡଳୀସାନଖେମୁଣ୍ଡି
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପର ଅଧିକାରୀନନ୍ଦିନୀ ଦେବୀ
ନିର୍ବାଚନ ମଣ୍ଡଳୀସାନଖେମୁଣ୍ଡି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1975-05-07) ୭ ମଇ ୧୯୭୫ (ବୟସ ୪୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଜୋଛନା ଜେନା
ବାପା/ବୋଉଅରକ୍ଷିତ ଜେନା (ବାପା)
ବୃତ୍ତିରାଜନୀତିଜ୍ଞ

ରମେଶ ଚନ୍ଦ୍ର ଜେନା (ଜନ୍ମ: ୭ ମଇ ୧୯୭୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସାନଖେମୁଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ରମେଶ ଚନ୍ଦ୍ର ଜେନା ୧୯୭୫ ମସିହାର ମଇ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଅରକ୍ଷିତ ଜେନା ଓ ପତ୍ନୀଙ୍କ ନାମ ଜୋଛନା ଜେନା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ରମେଶ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Ramesh Chandra Jena". odishaassembly.nic.in. Odisha Assembly. Retrieved 11 February 2021.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Ramesh Chandra Jena-ସମ୍ପର୍କିତ ମିଡ଼ିଆ