ରମେଶ ଚନ୍ଦ୍ର ସାଇ
ଦେଖଣା
(Ramesh Chandra Saiରୁ ଲେଉଟି ଆସିଛି)
ରମେଶ ଚନ୍ଦ୍ର ସାଇ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ୨୦୨୪ | |
ପୂର୍ବ ଅଧିକାରୀ | ସଞ୍ଜୀବ କୁମାର ସାହୁ |
ପର ଅଧିକାରୀ | ନଳିନୀକାନ୍ତ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଆଠମଲ୍ଲିକ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୭ ଜୁଲାଇ ୧୯୬୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଲୀନା ସାଇ |
ବାପା/ବୋଉ | ନାରାୟଣ ସାଇ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରମେଶ ଚନ୍ଦ୍ର ସାଇ (ଜନ୍ମ: ୭ ଜୁଲାଇ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଥରେ କାର୍ଯ୍ୟ କରିଛନ୍ତି । ରମେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରମେଶ ଚନ୍ଦ୍ର ସାଇ ୧୯୬୪ ମସିହାର ଜୁଲାଇ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନାରାୟଣ ସାଇ ଓ ପତ୍ନୀଙ୍କ ନାମ ଲୀନା ସାଇ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ସ୍ନାତକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରମେଶ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Ramesh Chandra Sai". odishaassembly.nic.in. Odisha Assembly. Retrieved 6 July 2020.