ରଞ୍ଜିତ କୁମାର ପ୍ରଧାନ
ଦେଖଣା
(Ranjit Kumar Pradhanରୁ ଲେଉଟି ଆସିଛି)
ରଞ୍ଜିତ କୁମାର ପ୍ରଧାନ | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ଗୋପାଳ ପ୍ରଧାନ |
ପର ଅଧିକାରୀ | ନାଗାର୍ଜୁନ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଉଦୟଗିରି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୩ ଜୁନ ୧୯୫୦ |
ମୃତ୍ୟୁ | ୨ ଅଗଷ୍ଟ ୨୦୦୪ | (ବୟସ ୫୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ବାପା/ବୋଉ | ସୌଳ ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରଞ୍ଜିତ କୁମାର ପ୍ରଧାନ (୨୩ ଜୁନ ୧୯୫୦ - ୨ ଅଗଷ୍ଟ ୨୦୦୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରଞ୍ଜିତ କୁମାର ପ୍ରଧାନ ୧୯୫୦ ମସିହାର ଜୁନ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୌଳ ପ୍ରଧାନ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରଞ୍ଜିତ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟ
[ସମ୍ପାଦନା]ରଞ୍ଜିତ ୨୦୦୪ ମସିହାର ଅଗଷ୍ଟ ୨ ତାରିଖରେ ୫୪ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Ranjit Kumar Pradhan". odishaassembly.nic.in. Odisha Assembly. Retrieved 3 May 2021.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |