ରସାନନ୍ଦ ସାହୁ
ଦେଖଣା
(Rasananda Sahooରୁ ଲେଉଟି ଆସିଛି)
ରସାନନ୍ଦ ସାହୁ | |
---|---|
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୭ ଅକ୍ଟୋବର ୧୯୮୦ | |
ପୂର୍ବ ଅଧିକାରୀ | ରସମଞ୍ଜରୀ ଦେବୀ |
ପର ଅଧିକାରୀ | ଜାନକୀ ବଲ୍ଲଭ ପଟ୍ଟନାୟକ |
ନିର୍ବାଚନ ମଣ୍ଡଳୀ | ଆଠଗଡ଼ |
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | କାହ୍ନୁ ଚରଣ ଲେଙ୍କା |
ପର ଅଧିକାରୀ | ରାଜ କିଶୋର ରାମ |
ନିର୍ବାଚନ ମଣ୍ଡଳୀ | ଚୌଦ୍ୱାର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୭ ଜୁଲାଇ ୧୯୩୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଅନ୍ନପୂର୍ଣ୍ଣା ସାହୁ |
ବାପା/ବୋଉ | ଭାଗବତ ସାହୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ରସାନନ୍ଦ ସାହୁ (ଜନ୍ମ: ୭ ଜୁଲାଇ ୧୯୩୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ରସାନନ୍ଦ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୮୦ ଓ ୧୯୮୫ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠଗଡ଼ ଏବଂ ଚୌଦ୍ୱାର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ ଓ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ରସାନନ୍ଦ ସାହୁ ୧୯୩୭ ମସିହାର ଜୁଲାଇ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭାଗବତ ସାହୁ ଏବଂ ପତ୍ନୀଙ୍କ ନାମ ଅନ୍ନପୂର୍ଣ୍ଣା ସାହୁ ।[୧] ରସାନନ୍ଦଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକୋତ୍ତର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ରସାନନ୍ଦ ସାହୁ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Rasananda Sahoo". odishaassembly.nic.in. Odisha Assembly. Retrieved 20 February 2020.