ସମଲ ମାଝି
ସମଲ ମାଝି | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପୂର୍ବ ଅଧିକାରୀ | ଗିରିଶ ଚନ୍ଦ୍ର ରାୟ, ସୁରେନ୍ଦ୍ର ସିଂହ |
ପର ଅଧିକାରୀ | ସନ୍ତୋଷ କୁମାର ସାହୁ |
ନିର୍ବାଚନ ମଣ୍ଡଳୀ | ବାରିପଦା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅକ୍ଟୋବର ୨୪, ୧୯୨୭ |
ମୃତ୍ୟୁ | ୨୧ ନଭେମ୍ବର ୨୦୧୭ | (ବୟସ ୯୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱାଧୀନ |
ଜୀବନ ସାଥୀ | ପ୍ରଭାବତି କିସ୍କୁ |
ବାପା/ବୋଉ | ସମେଇ କିସ୍କୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସମଲ ମାଝି (୨୪ ଅକ୍ଟୋବର ୧୯୨୭ - ୨୧ ନଭେମ୍ବର ୨୦୧୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସମଲ ୨ୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପରିବାର
[ସମ୍ପାଦନା]ସମଲ ମାଝି ୧୯୨୭ ମସିହାର ଅକ୍ଟୋବର ମାସ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସମେଇ କିସ୍କୁ ଏବଂ ତାଙ୍କ ପତ୍ନୀଙ୍କ ନାମ ପ୍ରଭାବତି କିସ୍କୁ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲ ମାଟ୍ରିକ୍ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସମଲ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।[୧] ୧୯୫୭ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସମଲ ମାଝି ସ୍ୱାଧୀନର ପ୍ରାର୍ଥୀ ଭାବରେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ପ୍ରଜା ସୋସିଆଲିଷ୍ଟ ପାର୍ଟିର ପ୍ରାର୍ଥୀ ହରିହର ମହାନ୍ତିଙ୍କ ସହ ଯୁଗ୍ମ ଭାବରେ ବିଜୟୀ ହୋଇ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨][୩] ଏହି ବିଧାନ ସଭାରେ ସେ ୧୯୫୭ ମସିହାରୁ ୧୯୬୧ ମସିହାଯାଏଁ କାର୍ଯ୍ୟ କରିଥିଲେ ।
ମୃତ୍ୟୁ
[ସମ୍ପାଦନା]ସମଲ ୨୦୧୭ ମସିହାର ନଭେମ୍ବର ମାସ ୨୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ ୧.୪ "Shri Samal Majhi". odishaassembly.nic.in. Odisha Assembly. Retrieved 14 September 2019.
- ↑ "Orissa 1957". Election Commission of India (in Indian English). Retrieved 2019-06-27.
- ↑ ଉଦ୍ଧବ ଚରଣ ନାୟକ (2013). ଓଡ଼ିଶା ରାଜନୀତିର ଇତିହାସ. ଭୁବନେଶ୍ୱର: ଆମ ଓଡ଼ିଶା. p. 118. Retrieved 15 September 2019.