ଶାରଦା ପ୍ରସାଦ ନାୟକ
ଦେଖଣା
(Sarada Prasad Nayakରୁ ଲେଉଟି ଆସିଛି)
ଶାରଦା ପ୍ରସାଦ ନାୟକ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଦିଲିପ କୁମାର ରାୟ |
ନିର୍ବାଚନ ମଣ୍ଡଳୀ | ରାଉରକେଲା |
ବିଧାୟକ: ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୧୪ | |
ପୂର୍ବ ଅଧିକାରୀ | ଅଜିତ ଦାସ |
ପର ଅଧିକାରୀ | ଦିଲିପ କୁମାର ରାୟ |
ନିର୍ବାଚନ ମଣ୍ଡଳୀ | ରାଉରକେଲା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଜାନୁଆରୀ ୧୯୫୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଆରତି ପ୍ରଭା ଲେଙ୍କା |
ବାପା/ବୋଉ | ନଟବର ନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶାରଦା ପ୍ରସାଦ ନାୟକ (ଉଚ୍ଚାରଣ (help·info); ଜନ୍ମ: ୫ ଜାନୁଆରୀ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଉରକେଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ, ୧୪ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଶାରଦା ପ୍ରସାଦ ନାୟକ ୧୯୫୯ ମସିହାର ଜାନୁଆରୀ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନଟବର ନାୟକ ଏବଂ ମାଆଙ୍କ ନାମ ଆରତି ପ୍ରଭା ଲେଙ୍କା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶାରଦା ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[୧] ସେ ୨୦୦୯ ମସିହାରୁ ୨୦୧୨ ମସିହା ପର୍ଯ୍ୟନ୍ତ ଓଡ଼ିଶା ବିଧାନ ସଭାରେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ରାଉରକେଲା | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ରାଉରକେଲା | ବିଜୁ ଜନତା ଦଳ |
୨୦୧୯ | -- | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ରାଉରକେଲା | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Sarada Prasad Nayak". odishaassembly.nic.in. Odisha Assembly. Retrieved 25 November 2020.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Sarada Prasad Nayak-ସମ୍ପର୍କିତ ମିଡ଼ିଆ