ଶରତ ଚନ୍ଦ୍ର ସିଂହ

ଉଇକିପିଡ଼ିଆ‌ରୁ
(Sarat Chandra Singhରୁ ଲେଉଟି ଆସିଛି)
ଶରତ ଚନ୍ଦ୍ର ସିଂହ
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୪ – ୧୯୭୭
ନିର୍ବାଚନ ମଣ୍ଡଳୀକୁଳିଅଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1942-04-14)୧୪ ଅପ୍ରେଲ ୧୯୪୨
ମୃତ୍ୟୁ୧୯ ଜୁଲାଇ ୧୯୮୮(1988-07-19) (ବୟସ ୪୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀରାଇବାରୀ ସିଂହ
ବାପା/ବୋଉବ୍ରଜମୋହନ ସିଂହ (ବାପା)
ବୃତ୍ତିରାଜନୀତିଜ୍ଞ

ଶରତ ଚନ୍ଦ୍ର ସିଂହ (୧୪ ଅପ୍ରେଲ ୧୯୪୨ - ୧୯ ଜୁଲାଇ ୧୯୮୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୁଳିଅଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଶରତ ଚନ୍ଦ୍ର ସିଂହ ୧୯୪୨ ମସିହାର ଅପ୍ରେଲ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବ୍ରଜମୋହନ ସିଂହ ଓ ପତ୍ନୀଙ୍କ ନାମ ରାଇବାରୀ ସିଂହ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶରତ ଚନ୍ଦ୍ର ସିଂହ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ଶରତ ଚନ୍ଦ୍ର ସିଂହ ୧୯୮୮ ମସିହାର ଜୁଲାଇ ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Sarat Chandra Singh". odishaassembly.nic.in. Odisha Assembly. Retrieved 2 October 2022.