ଶରତ ରାଉତ

ଉଇକିପିଡ଼ିଆ‌ରୁ
(Sarat Routରୁ ଲେଉଟି ଆସିଛି)
ଶରତ ରାଉତ
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀଆନନ୍ଦ ମଞ୍ଜରୀ ଦେବୀ
ପର ଅଧିକାରୀପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ
ନିର୍ବାଚନ ମଣ୍ଡଳୀସୁକିନ୍ଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1951-01-30) ୩୦ ଜାନୁଆରୀ ୧୯୫୧ (ବୟସ ୭୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଆଇ)
ଜୀବନ ସାଥୀସଂଯୁକ୍ତା ରାଉତ
ବାପା/ବୋଉପୂର୍ଣ୍ଣଚନ୍ଦ୍ର ରାଉତ (ବାପା)
ବୃତ୍ତିରାଜନୀତିଜ୍ଞ

ଶରତ ରାଉତ (ଜନ୍ମ: ୩୦ ଜାନୁଆରୀ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ଶରତ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ୧୯୮୦ ଓ ୧୯୮୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସୁକିନ୍ଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଶରତ ରାଉତ ୧୯୫୧ ମସିହାର ଜାନୁଆରୀ ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ପୂର୍ଣ୍ଣଚନ୍ଦ୍ର ରାଉତ ଏବଂ ପତ୍ନୀଙ୍କ ନାମ ସଂଯୁକ୍ତା ରାଉତ ।[୧] ଶରତଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶରତ ରାଉତ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ୨ଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Sarat Rout". odishaassembly.nic.in. Odisha Assembly. Retrieved 9 November 2019.