ସତ୍ୟନାରାୟଣ ପ୍ରଧାନ

ଉଇକିପିଡ଼ିଆ‌ରୁ
(Satyanarayan Pradhanରୁ ଲେଉଟି ଆସିଛି)
ସତ୍ୟନାରାୟଣ ପ୍ରଧାନ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀରବିନାରାୟଣ ମହାପାତ୍ର
ନିର୍ବାଚନ ମଣ୍ଡଳୀରଣପୁର
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀସୁରମା ପାଢ଼ୀ
ପର ଅଧିକାରୀରବିନାରାୟଣ ମହାପାତ୍ର
ନିର୍ବାଚନ ମଣ୍ଡଳୀରଣପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1958-04-09) ୯ ଅପ୍ରେଲ ୧୯୫୮ (ବୟସ ୬୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଶକୁନ୍ତଳା ପ୍ରଧାନ
ବାପା/ବୋଉରଘୁନାଥ ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ସତ୍ୟନାରାୟଣ ପ୍ରଧାନ (ଜନ୍ମ: ୯ ଅପ୍ରେଲ ୧୯୫୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସତ୍ୟନାରାୟଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ରଣପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ସତ୍ୟନାରାୟଣ ପ୍ରଧାନ ୧୯୫୮ ମସିହାର ଅପ୍ରେଲ ମାସ ୯ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ରଘୁନାଥ ପ୍ରଧାନ ଏବଂ ପତ୍ନୀଙ୍କ ନାମ ଶକୁନ୍ତଳା ପ୍ରଧାନ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ଏବଂ ପରେ ସେ ଓକିଲାତି ପଢ଼ିଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସତ୍ୟନାରାୟଣ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Satyanarayan Pradhan". odishaassembly.nic.in. Odisha Assembly. Retrieved 23 April 2020.