ଶଶି ଭୂଷଣ ବେହେରା

ଉଇକିପିଡ଼ିଆ‌ରୁ
(Shashi Bhusan Beheraରୁ ଲେଉଟି ଆସିଛି)
ଶଶି ଭୂଷଣ ବେହେରା
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀରାଘବ ଚନ୍ଦ୍ର ସେଠୀ
ନିର୍ବାଚନ ମଣ୍ଡଳୀବାଲିପାଟଣା
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀଅରବିନ୍ଦ ଢାଲି
ପର ଅଧିକାରୀଅରବିନ୍ଦ ଢାଲି
ନିର୍ବାଚନ ମଣ୍ଡଳୀଜୟଦେବ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀକିଶୋର ଚନ୍ଦ୍ର ତରାଇ
ନିର୍ବାଚନ ମଣ୍ଡଳୀକେନ୍ଦ୍ରାପଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1953-02-12) ୧୨ ଫେବୃଆରୀ ୧୯୫୩ (ବୟସ ୭୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସୁପ୍ରଭା କୁମାରୀ ମହାନ୍ତି
ବାପା/ବୋଉମଧୁସୂଦନ ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ଶଶି ଭୂଷଣ ବେହେରା (ଜନ୍ମ: ୧୨ ଫେବୃଆରୀ ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଶଶି ଭୂଷଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୪, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବାଲିପାଟଣା, ଜୟଦେବ ଏବଂ କେନ୍ଦ୍ରାପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ସେ ୧୩ଶ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଶଶି ଭୂଷଣ ବେହେରା ୧୯୫୩ ମସିହାର ଫେବୃଆରୀ ମାସ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଧୁସୂଦନ ବେହେରା ଏବଂ ପତ୍ନୀଙ୍କ ନାମ ସୁପ୍ରଭା କୁମାରୀ ମହାନ୍ତି ।[୧] ଶଶି ଭୂଷଣଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶଶି ଭୂଷଣ ବେହେରା ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Shashi Bhusan Behera". odishaassembly.nic.in. Odisha Assembly. Retrieved 28 December 2019.