ଶିବ ନାରାୟଣ ସିଂହ ମହାପାତ୍ର

ଉଇକିପିଡ଼ିଆ‌ରୁ
(Shib Narayan Singh Mohapatraରୁ ଲେଉଟି ଆସିଛି)
ଶିବ ନାରାୟଣ ସିଂହ ମହାପାତ୍ର
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୪୬ – ୧୯୫୨
ପର ଅଧିକାରୀକୃପାନିଧି ନାଏକ, ଦ୍ୱାରିକାନାଥ କୁସୁମ
ନିର୍ବାଚନ ମଣ୍ଡଳୀସୁନ୍ଦରଗଡ଼
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ଶିବ ନାରାୟଣ ସିଂହ ମହାପାତ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ୧୯୪୬ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୁନ୍ଦରଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧] ତାଙ୍କ ସହିତ ଏହି ବିଧାନ ସଭାକୁ ରାମ ଚନ୍ଦ୍ର ପଟେଲ ଯୁଗ୍ମ ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ।

ରାଜନୈତିକ ଜୀବନ[ସମ୍ପାଦନା]

ଶିବ ନାରାୟଣ ସିଂହ ମହାପାତ୍ର ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Shib Narayan Singh Mohapatra". odishaassembly.nic.in. Odisha Assembly. Retrieved 7 July 2021.