ଶ୍ରୀନାଥ ସୋରେନ
ଶ୍ରୀନାଥ ସୋରେନ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ନିର୍ବାଚନ ମଣ୍ଡଳୀ | ଉଦଳା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ମଇନା ସୋରେନ |
ବାପା/ବୋଉ | ରୂପେଇ ସୋରେନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଶ୍ରୀନାଥ ସୋରେନ ଜଣେ ଓଡ଼ିଆ ରାଜନୀତିଜ୍ଞ । ଶ୍ରୀନାଥ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ଶ୍ରୀନାଥ ସୋରେନଙ୍କ ବାପାଙ୍କ ନାମ ରୂପେଇ ସୋରେନ ।[୧] ତାଙ୍କ ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ । ତାଙ୍କ ପତ୍ନୀଙ୍କ ନାମ ମଇନା ସୋରେନ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶ୍ରୀନାଥ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୫୯,୮୮୪ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ଭାସ୍କର ମଢ଼େଇଙ୍କ ଠାରୁ ୬,୫୧୭ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Shrinath Soren". odishaassembly.nic.in. Odisha Assembly. Retrieved 31 August 2019.
- ↑ "General Election to Assembly Constituencies 2024: Udala (Odisha)". Election Commission of India. Retrieved 11 June 2024.