ସୀମନ୍ତ ମହାନ୍ତି
(Simanta Mohantyରୁ ଲେଉଟି ଆସିଛି)
ସୀମନ୍ତ ମହାନ୍ତି | |
---|---|
ବୃତ୍ତି |
|
ଭାଷା | ଓଡ଼ିଆ |
ନାଗରିକତା | ଭାରତୀୟ |
ସାହିତ୍ୟ କୃତି | ଆସରେ ଆମେ ବଣକୁ ଯିବା |
ପୁରସ୍କାର | ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (ନାଟକ ଏକାଙ୍କିକା), ୨୦୦୯ |
ସୀମନ୍ତ ମହାନ୍ତି ଜଣେ ଓଡ଼ିଆ ଲେଖକ ତଥା ନାଟ୍ୟକାର, ଯିଏକି ୨୦୦୯ ମସିହାରେ ତାଙ୍କ ରଚିତ ପୁସ୍ତକ ଆସରେ ଆମେ ବଣକୁ ଯିବା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।[୧]
ରଚନାବଳୀ[ସମ୍ପାଦନା]
ସମ୍ମାନ ଓ ପୁରସ୍କାର[ସମ୍ପାଦନା]
- ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (ନାଟକ ଏକାଙ୍କିକା) - ୨୦୦୯[୧]
ଆଧାର[ସମ୍ପାଦନା]
- ↑ ୧.୦ ୧.୧ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ". ଓଡ଼ିଶା ସାହିତ୍ୟ ଏକାଡେମୀ. Archived from the original on 12 January 2024. Retrieved 18 April 2024.
- ↑ "ODISHA REFERENCE ANNUAL - 2011" (PDF). ODISHA REFERENCE: 95. Retrieved 10 April 2024.
- ↑ "ODISHA REFERENCE ANNUAL - 2005" (PDF). ODISHA REFERENCE: 631. Retrieved 10 April 2024.