ସୋମ୍ବରୁ ମାଝି
ଦେଖଣା
(Sombaru Majhiରୁ ଲେଉଟି ଆସିଛି)
ସୋମ୍ବରୁ ମାଝି | |
---|---|
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ନିର୍ବାଚନ ମଣ୍ଡଳୀ | କୋଡ଼ିଙ୍ଗା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଫେବୃଆରୀ ୧୯୩୫ |
ମୃତ୍ୟୁ | ୧୫ ଫେବୃଆରୀ ୨୦୦୩ | (ବୟସ ୬୮)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଉତ୍କଳ କଂଗ୍ରେସ |
ଜୀବନ ସାଥୀ | ଅସଲି ମାଝି |
ବାପା/ବୋଉ | ମନୋଧର ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସୋମ୍ବରୁ ମାଝି (୧୫ ଫେବୃଆରୀ ୧୯୩୫ - ୧୫ ଫେବୃଆରୀ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଡ଼ିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସୋମ୍ବରୁ ମାଝି ୧୯୩୫ ମସିହାର ଫେବୃଆରୀ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମନୋଧର ମାଝି ଓ ପତ୍ନୀଙ୍କ ନାମ ଅସଲି ମାଝି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସୋମ୍ବରୁ ମାଝି ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସ କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ସୋମ୍ବରୁ ମାଝି ୨୦୦୩ ମସିହାର ଫେବୃଆରୀ ୧୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Sombaru Majhi". odishaassembly.nic.in. Odisha Assembly. Retrieved 30 September 2022.