ସୌଭାଗ୍ୟବତୀ

ଉଇକିପିଡ଼ିଆ‌ରୁ
(Soubhagyabatiରୁ ଲେଉଟି ଆସିଛି)
ସୌଭାଗ୍ୟବତୀ
ନିର୍ଦ୍ଦେଶକବସନ୍ତ ସାହୁ
ପ୍ରଯୋଜକରଣଜିତ ରାଉତ
ସଂଳାପରମେଶ ପାଣିଗ୍ରାହୀ
ଚିତ୍ରନାଟ୍ୟବସନ୍ତ ସାହୁ
କାହାଣୀବସନ୍ତ ସାହୁ
କଳାକାରସିଦ୍ଧାନ୍ତ ମହାପାତ୍ର, ଜ୍ୟୋତି ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି
ସଙ୍ଗୀତସ୍ୱରୂପ ନାୟକ
ଚିତ୍ରଗ୍ରହଣଦିଲୀପ ରାୟ
ସମ୍ପାଦକଅଶୋକ ଶର୍ମା
ମୁକ୍ତିଲାଭ ତାରିଖ
୧୯୯୮
ଦେଶ ଭାରତ
ଭାଷାଓଡ଼ିଆ

ସୌଭାଗ୍ୟବତୀ, ୧୯୯୮ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ରଣଜିତ ରାଉତ । ରମେଶ ପାଣିଗ୍ରାହୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୨]

ସିଦ୍ଧାନ୍ତ ମହାପାତ୍ର, ଜ୍ୟୋତି ମିଶ୍ର, ମିହିର ଦାସ, ଉତ୍ତମ ମହାନ୍ତି, ଅଶ୍ରୁମୋଚନ ମହାନ୍ତି, ରାକେଶ ଜୈନ, ଦେବୁ ବୋଷ, ସୁରେଶ ବଳ, ଜୟୀରାମ ସାମଲ, ରବି ମିଶ୍ର, ସରୋଜ ଦାସ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ ନାୟକ । ଶ୍ରୀକାନ୍ତ ଦାସ ଓ ସ୍ୱରୂପ ନାୟକ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "ପ୍ରେକ୍ଷାଳୟରେ ପ୍ରଦର୍ଶିତ ହୋଇଥିବା ଓଡ଼ିଆ ଫିଲ୍ମ" (PDF). ସିନେ ସମ୍ବାଦ. Internet Archive. 2 August 1997. Retrieved 15 July 2020.
  2. "ଏହି ବରିଷ୍ଠ ନିର୍ଦ୍ଦେଶକଙ୍କ ସହ ଏଯାଏ କାମ କରିନାହାନ୍ତି ଅମ୍ଳାନ". ସମ୍ବାଦ. ଭୁବନେଶ୍ୱର: sambad.in. 5 June 2022. Archived from the original on 5 June 2022. Retrieved 5 June 2022.
  3. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
  4. "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.

ବାହାର ଆଧାର[ସମ୍ପାଦନା]