ଶ୍ରୀଧର ନାଏକ

ଉଇକିପିଡ଼ିଆ‌ରୁ
(Sridhar Naikରୁ ଲେଉଟି ଆସିଛି)
ଶ୍ରୀଧର ନାଏକ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପୂର୍ବ ଅଧିକାରୀସାହେବ ନାଏକ
ପର ଅଧିକାରୀସାହେବ ନାଏକ
ନିର୍ବାଚନ ମଣ୍ଡଳୀଦଶପଲ୍ଲା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1931-04-05) ୫ ଅପ୍ରେଲ ୧୯୩୧ (ବୟସ ୯୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ଜୀବନ ସାଥୀଅଦର ଦେଇ, ଉତମ ଦେଓ
ବାପା/ବୋଉନନ୍ଦ ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଶ୍ରୀଧର ନାଏକ (ଜନ୍ମ: ୫ ଅପ୍ରେଲ ୧୯୩୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଶ୍ରୀଧର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୫୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଶ୍ରୀଧର ନାଏକ ୧୯୩୧ ମସିହାର ଅପ୍ରେଲ ମାସ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନନ୍ଦ ନାୟକ ଏବଂ ପତ୍ନୀଙ୍କ ନାମ ଅଦର ଦେଇ ଓ ଉତମ ଦେଓ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଶ୍ରୀଧର ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କାର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Sridhar Naik". odishaassembly.nic.in. Odisha Assembly. Retrieved 26 April 2020.