ସୁଭଦ୍ରା (ଓଡ଼ିଆ କଥାଚିତ୍ର)
ଦେଖଣା
(Subhadra (Odia Film)ରୁ ଲେଉଟି ଆସିଛି)
ସୁଭଦ୍ରା | |
---|---|
ନିର୍ଦ୍ଦେଶକ | ଭି. ପ୍ରଭାକର |
ପ୍ରଯୋଜକ | ବାସୁଦେବ ତ୍ରିପାଠୀ |
ସଂଳାପ | (ସଂଳାପ): ରମେଶ ପାଣିଗ୍ରାହୀ |
ଚିତ୍ରନାଟ୍ୟ | ଭି. ପ୍ରଭାକର |
କାହାଣୀ | ବାସୁଦେବ ତ୍ରିପାଠୀ |
କଳାକାର | ସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ବିଜୟ ମହାନ୍ତି, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି |
ସଙ୍ଗୀତ | ସ୍ୱରୂପ ନାୟକ |
ଚିତ୍ରଗ୍ରହଣ | ଭି. ପ୍ରଭାକର |
ସମ୍ପାଦକ | କେ. ରବିନ୍ଦ୍ର ବାବୁ |
ମୁକ୍ତିଲାଭ ତାରିଖ | ୧୯୯୫ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ସୁଭଦ୍ରା, ୧୯୯୫ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧] ବାସୁଦେବ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ । ରମେଶ ପାଣିଗ୍ରାହୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଭି. ପ୍ରଭାକର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
ସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ବିଜୟ ମହାନ୍ତି, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ଜୟୀରାମ ସାମଲ, କାନ୍ତ ସିଂହ, ମାମିନା, ରୁକ୍ମଣୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
[ସମ୍ପାଦନା]- ସିଦ୍ଧାନ୍ତ ମହାପାତ୍ର
- ରଚନା ବାନାର୍ଜୀ
- ବିଜୟ ମହାନ୍ତି
- ଉତ୍ତମ ମହାନ୍ତି
- ଅପରାଜିତା ମହାନ୍ତି[୨]
- ଜୟୀରାମ ସାମଲ
- କାନ୍ତ ସିଂହ
- ମାମିନା
- ରୁକ୍ମଣୀ
କାହାଣୀ
[ସମ୍ପାଦନା]ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ସ୍ୱରୂପ ନାୟକ ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଏବଂ ଗୀତ ରଚନା କରିଥିଲେ । ତୃପ୍ତି ଦାସ, ଏଚ୍.ପି. ଗୁପ୍ତା, ଦେବାଶିଷ ମହାପାତ୍ର, ସ୍ୱରୂପ ନାୟକ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
[ସମ୍ପାଦନା]କ୍ରମ | ଗୀତ | ସମୟ |
---|
ଆଧାର
[ସମ୍ପାଦନା]- ↑ "ରୂପେଲି ପରଦାକୁ କେବେ ଆଉ କେମିତି ଆସିଲା ରାକ୍ଷୀ: ପଢନ୍ତୁ ଏଇ କାହାଣୀ | News7". www.prameyanews7.com. Archived from the original on 30 September 2020. Retrieved 27 August 2018.
- ↑ "ଏହି ରୂପରେ ପୁଣି ପସନ୍ଦ ଆସିବେ ଅପରାଜିତା ! | Sambad". Sambad (in Odia). ଓଡ଼ିଶା. 16 September 2018. Archived from the original on 18 September 2018. Retrieved 17 September 2018.
{{cite news}}
: CS1 maint: unrecognized language (link)
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ ସୁଭଦ୍ରା