ସୁନନ୍ଦା ଦାସ

ଉଇକିପିଡ଼ିଆ‌ରୁ
(Sunanda Dasରୁ ଲେଉଟି ଆସିଛି)
ସୁନନ୍ଦା ଦାସ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଦେବାଶିଷ ନାୟକ
ନିର୍ବାଚନ ମଣ୍ଡଳୀବରୀ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1974-02-02) ୨ ଫେବୃଆରୀ ୧୯୭୪ (ବୟସ ୫୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଦେବେନ୍ଦ୍ର ଦାସ
ବାପା/ବୋଉକେଶବ ଚନ୍ଦ୍ର ଦାସ (ବାପା)‌
ବୃତ୍ତିରାଜନୀତିଜ୍ଞ

ସୁନନ୍ଦା ଦାସ (ଜନ୍ମ: ୨ ଫେବୃଆରୀ ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞା । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସୁନନ୍ଦା ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର ଓ ଶିକ୍ଷା[ସମ୍ପାଦନା]

ସୁନନ୍ଦା ଦାସ ୧୯୭୪ ମସିହାର ଫେବୃଆରୀ ମାସ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ କେଶବ ଚନ୍ଦ୍ର ଦାସ ଓ ପତିଙ୍କ ନାମ ଦେବେନ୍ଦ୍ର ଦାସ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସୁନନ୍ଦା ଦାସ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]


ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Sunanda Das". odishaassembly.nic.in. Odisha Assembly. Retrieved 14 December 2019.