ସୁରେନ୍ଦ୍ର ସିଂହ

ଉଇକିପିଡ଼ିଆ‌ରୁ
(Surendra Singhରୁ ଲେଉଟି ଆସିଛି)
ସୁରେନ୍ଦ୍ର ସିଂହ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପୂର୍ବ ଅଧିକାରୀହରିହର ମହାନ୍ତିସମଲ ମାଝି
ନିର୍ବାଚନ ମଣ୍ଡଳୀବାରିପଦା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀକୁଇଲ ସିଂହ
ବାପା/ବୋଉବଦୁ ସିଂହ
ବୃତ୍ତିରାଜନୀତିଜ୍ଞ

ସୁରେନ୍ଦ୍ର ସିଂହ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସୁରେନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ୧ମ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ସ୍ୱାଧୀନ ଭାରତର ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର[ସମ୍ପାଦନା]

ସୁରେନ୍ଦ୍ର ସିଂହଙ୍କର ବାପାଙ୍କ ନାମ ବଦୁ ସିଂହ ଏବଂ ତାଙ୍କ ପତ୍ନୀଙ୍କ ନାମ କୁଇଲ ସିଂହ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସୁରେନ୍ଦ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନ ଭାବର ପ୍ରଥମ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

୧୯୫୨ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସୁରେନ୍ଦ୍ର ସିଂହ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସୋସିଆଲିଷ୍ଟ ପାର୍ଟିର ପ୍ରାର୍ଥୀ ଗିରିଶ ଚନ୍ଦ୍ର ରାୟଙ୍କ ସହ ଯୁଗ୍ମ ଭାବରେ ବିଜୟୀ ହୋଇ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨] ଏହି ବିଧାନ ସଭାରେ ସେ ୧୯୫୨ ମସିହାରୁ ୧୯୫୭ ମସିହାଯାଏଁ କାର୍ଯ୍ୟ କରିଥିଲେ ।

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Surendra Singh". odishaassembly.nic.in. Odisha Assembly. Retrieved 12 September 2019.
  2. "Orissa 1951". Election Commission of India (in Indian English). Retrieved 2019-06-27.