ସୁରେନ୍ଦ୍ରନାଥ ଦାସ

ଉଇକିପିଡ଼ିଆ‌ରୁ
(Surendranath Dasରୁ ଲେଉଟି ଆସିଛି)
ସୁରେନ୍ଦ୍ରନାଥ ଦାସ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବ)
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀକେନ୍ଦ୍ରୀୟ ବାଲେଶ୍ୱର
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀରବିନ୍ଦ୍ର ମୋହନ ଦାସ
ନିର୍ବାଚନ ମଣ୍ଡଳୀବାଲେଶ୍ୱର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ସୁରେନ୍ଦ୍ରନାଥ ଦାସ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ସ୍ୱାଧୀନା ପୂର୍ବରୁ ଏବଂ ସ୍ୱାଧୀନତା ପରେ ଗଠିତ ଓଡ଼ିଶା ବିଧାନ ସଭାରେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ । ସ୍ୱାଧୀନା ପୂର୍ବରୁ ୧୯୪୬ ମସିହାରେ କେନ୍ଦ୍ରୀୟ ବାଲେଶ୍ୱର ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ଏବଂ ସ୍ୱାଧୀନତା ପରେ ୧୯୫୨ ମସିହାରେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ସୁରେନ୍ଦ୍ରନାଥ ଦାସ ଭାରତ ସ୍ୱାଧୀନ ହେବା ଆଗରୁ ଏବଂ ସ୍ୱାଧୀନତା ପରେ ଓଡ଼ିଶା ବିଧାନ ସଭାରେ ବିଧାୟକ ଭାବରେ କାର୍ଯ୍ୟ କରିଥିଲେ ।

ସ୍ୱାଧୀନତା ଆଗରୁ ୧୯୪୬ ମସିହାରେ ସୁରେନ୍ଦ୍ରନାଥ ଭାରତୀୟ ଜାତୀୟ କଂଗ୍ରେସର ପ୍ରତିନିଧି ଭାବରେ କେନ୍ଦ୍ରୀୟ ବାଲେଶ୍ୱର ସଦର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଏହାପରେ ସ୍ୱାଧୀନ ଭାରତରେ ସେ ୧୯୫୨ ମସିହାରେ ପ୍ରଥମ ବିଧାନ ସଭା ନିର୍ବାଚନରେ ସେ ବାଲେଶ୍ୱର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୨]

ମୃତ୍ୟୁ[ସମ୍ପାଦନା]

ସୁରେନ୍ଦ୍ରନାଥ ଦାସ ୧୯୭୨ ମସିହାରେ ମୃତ୍ୟୁବରଣ କରିଥିଲେ ।[୩]

ଆଧାର[ସମ୍ପାଦନା]

  1. "Late Surendra Nath Das". odishaassembly.nic.in. Odisha Assembly. Retrieved 19 May 2019.
  2. "MLA Surendra Nath Das Profile | BALASORE Constituency". naveenpatnaik.com. Archived from the original on 2017-10-26. Retrieved 2019-05-19.
  3. "MLA Surendra Nath Das Profile | BALASORE Constituency". www.odishahelpline.com. Retrieved 2019-05-19.