ସୁଶାନ୍ତ ସିଂହ
ସୁଶାନ୍ତ ସିଂହ | |
---|---|
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୨୪ | |
ପୂର୍ବ ଅଧିକାରୀ | ବିମ୍ବାଧର କୁଅଁର |
ପର ଅଧିକାରୀ | ଇରାଶିଷ ଆଚାର୍ଯ୍ୟ |
ନିର୍ବାଚନ ମଣ୍ଡଳୀ | ଭଟଲୀ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୭ ମାର୍ଚ୍ଚ ୧୯୭୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | ତେଜରାଜ ସିଂହ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ସୁଶାନ୍ତ ସିଂହ (ଜନ୍ମ: ୧୭ ମାର୍ଚ୍ଚ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ସୁଶାନ୍ତ ସିଂହ ୧୯୭୩ ମସିହାର ମାର୍ଚ୍ଚ ୧୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ତେଜରାଜ ସିଂହ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ସୁଶାନ୍ତ ସିଂହ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୭ ମସିହାରୁ ୨୦୨୨ ଯାଏଁ, ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୭୯,୭୧୬ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ଭାରତୀୟ ଜନତା ପାର୍ଟିର ପାର୍ଥୀ ଇରାଶିଷ ଆଚାର୍ଯ୍ୟଙ୍କ ଠାରୁ ୨୭,୮୯୨ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ଭଟଲୀ | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ଭଟଲୀ | ବିଜୁ ଜନତା ଦଳ |
୨୦୧୯ | ଏବେଯାଏଁ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ଭଟଲୀ | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Susanta Singh". odishaassembly.nic.in. Odisha Assembly. Retrieved 30 July 2021.
- ↑ "General Election to Assembly Constituencies 2024: Bhatli (Odisha)". Election Commission of India. Retrieved 11 June 2024.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Susanta Singh-ସମ୍ପର୍କିତ ମିଡ଼ିଆ