ଠାକୁରଗଡ଼

ଉଇକିପିଡ଼ିଆ‌ରୁ
(Thakuragarhରୁ ଲେଉଟି ଆସିଛି)

[[Category:Lua error in package.lua at line 80: module 'Module:Pagetype/setindex' not found. with short description]]

ଠାକୁରଗଡ଼
ଗାଁ
ଦେଶଭାରତ
ରାଜ୍ୟଓଡ଼ିଶା
ଜିଲ୍ଲାଅନୁଗୋଳ ଜିଲ୍ଲା
ପଞ୍ଚାୟତ ସମିତିଆଠମଲ୍ଲିକ
ଗ୍ରାମ ପଞ୍ଚାୟତଠାକୁରଗଡ଼
ତହସିଲଆଠମଲ୍ଲିକ
Time zoneIST (+୫.୩୦)
ଡାକ କୋଡ଼
୭୯୫୧୨୫
Area code+୦୬୭୬୩
ଯାନବାହାନ ପଞ୍ଚୀକରଣOD/19

ଠାକୁରଗଡ଼ ଓଡ଼ିଶାର ଅନୁଗୋଳ ଜିଲ୍ଲାର ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ଏକ ସହର । ଏହି ସହରଟି ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ।[୧]

ଗମନାଗମନ[ସମ୍ପାଦନା]

ଏହା ଜିଲ୍ଲାର ସଦର ମହକୁମା ଅନୁଗୋଳଠାରୁ ୬୦ କି.ମି. ଦୂରରେ ଅବସ୍ଥିତ ।

ଶିକ୍ଷା[ସମ୍ପାଦନା]

ଏଠାରେ ଗୋଟିଏ ପ୍ରାଥମିକ ବିଦ୍ୟାଳୟ,ଗୋଟିଏ ଉଚ୍ଚ ବିଦ୍ୟାଳୟ ଓ ଗୋଟିଏ ମହାବିଦ୍ୟାଳ୍ୟ ଅଛି।

ସଂସ୍କୃତି[ସମ୍ପାଦନା]

ଏହି ସହରରେ ଏକ ବଡ଼ ଶିବମନ୍ଦିର ଅଛି । ଏଠାରେ ପ୍ରତିବର୍ଷ ମହା ଶିବରାତ୍ରି ଅନୁଷ୍ଠିତ ହୋଇଥାଏ ।

ଆଧାର[ସମ୍ପାଦନା]