ଟୋପାଏ ସିନ୍ଦୂର ଦି ଟୋପା ଲୁହ

ଉଇକିପିଡ଼ିଆ‌ରୁ
(Topae Sindura Di Topa Luhaରୁ ଲେଉଟି ଆସିଛି)
ଟୋପାଏ ସିନ୍ଦୂର ଦି ଟୋପା ଲୁହ
ନିର୍ଦ୍ଦେଶକବସନ୍ତ ସାହୁ
ପ୍ରଯୋଜକବିଜୟ କନ୍ଦୋଇ
ସଂଳାପମହ‌ମଦ ସାଫି
ଚିତ୍ରନାଟ୍ୟପ୍ରଦୀପ ନନ୍ଦ
କାହାଣୀବିଜୟ କନ୍ଦୋଇ
କଳାକାରସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ଅନୁ ଚୌଧୁରୀ, ବର୍ଷା ପ୍ରିୟଦର୍ଶିନୀ, ମିହିର ଦାସ, ଅପରାଜିତା ମହାନ୍ତି
ସଙ୍ଗୀତକୃଷ୍ଣ ଚନ୍ଦ୍ର
ଚିତ୍ରଗ୍ରହଣଅଭିରାମ ମିଶ୍ର
ସମ୍ପାଦକଅଶୋକ ଶର୍ମା
ମୁକ୍ତିଲାଭ ତାରିଖ
୨୦୦୫
ଦେଶ ଭାରତ
ଭାଷାଓଡ଼ିଆ

ଟୋପାଏ ସିନ୍ଦୂର ଦି ଟୋପା ଲୁହ, ୨୦୦୫ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ବିଜୟ କନ୍ଦୋଇ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ କାହାଣୀ ରଚନା କରିଥିଲେ ।[୧] ପ୍ରଦୀପ ନନ୍ଦ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ମହ‌ମଦ ସାଫି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ବସନ୍ତ ସାହୁ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୨]

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର, ଅନୁ ଚୌଧୁରୀ, ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀ ।[୨] ମିହିର ଦାସ, ଅପରାଜିତା ମହାନ୍ତି, ସୁରେଶ ବଳ, ଦେବୁ ବୋଷ, ହରିହର ମହାପାତ୍ର, ଜୟୀରାମ ସାମଲ, ବ୍ରଜ ସିଂହ, ଜର୍ଜ ତିଆଡ଼ି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ କୃଷ୍ଣ ସାହୁଶୀର୍ଷାନନ୍ଦ ଦାସ କାନୁନ୍‌ଗୋ, ପଞ୍ଚାନନ ନାୟକ, ନିଜାମ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । କୁମାର ବାପି, ତପୁ ମିଶ୍ର, ଉଦିତ ନାରାୟଣ, ଶୈଳଭାମା ମହାପାତ୍ର, ସୁରେଶ ୱାଡ଼େକର ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ
1."ସିନ୍ଦୂର ଟୋପେ ନ ହେଲା ନାହିଁ" 
2."ଧକ ଧକ ଛାତି ହୁଏ" 
3."ଭାଗ୍ୟ ତ ଲେଖିଛି କପାଳ ଲିଖନ" 
4."ଆସିବ ଆସିବ ସୁନା" 

ଆଧାର[ସମ୍ପାଦନା]

  1. "କାଲି ପରଦାକୁ 'କୁଇନ୍' ରୂପରେ ଆସିବେ ବର୍ଷା ପ୍ରିୟଦର୍ଶିନୀ | Sambad". ସମ୍ବାଦ. sambad.in. 14 January 2020. Retrieved 19 January 2020.
  2. ୨.୦ ୨.୧ "ଅନୁଭବଙ୍କୁ ନୁହେଁ, ସିଦ୍ଧାନ୍ତଙ୍କୁ ଭଲ ପାଉଥିଲେ ବର୍ଷା ପ୍ରିୟଦର୍ଶନୀ! ଜାଣନ୍ତୁ କାହିଁକି ?". ସମ୍ବାଦ. 2 May 2017. Retrieved 16 March 2018.[permanent dead link]
  3. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
  4. "ଆଇଟମ୍ ନମ୍ବରରେ ବଲିଉଡଠାରୁ ଓଲିଉଡ ପଛରେ". OdishaLIVE. 7 May 2018. Retrieved 27 August 2018.
  5. "ଏ ବର୍ଷ ଗୋଟିଏ ସିନେମାରେ ବର୍ଷା ପ୍ରିୟଦର୍ଶିନୀ | Sambad". Sambad. 15 October 2017. Archived from the original on 31 August 2018. Retrieved 2 September 2018.
  6. "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.

ବାହାର ଆଧାର[ସମ୍ପାଦନା]