ତ୍ରିନାଥ ବେହେରା

ଉଇକିପିଡ଼ିଆ‌ରୁ
(Trinath Beheraରୁ ଲେଉଟି ଆସିଛି)
ତ୍ରିନାଥ ବେହେରା
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀରାମଚନ୍ଦ୍ର ସେଠୀ
ପର ଅଧିକାରୀପ୍ରଦୀପ କୁମାର ପାଣିଗ୍ରାହୀ
ନିର୍ବାଚନ ମଣ୍ଡଳୀଗୋପାଳପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1947-07-03) ୩ ଜୁଲାଇ ୧୯୪୭ (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଶଶିମଣି ବେହେରା
ବାପା/ବୋଉଡମ୍ବରୁଧର ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ତ୍ରିନାଥ ବେହେରା (ଜନ୍ମ: ୩ ଜୁଲାଇ ୧୯୪୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୋପାଳପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ ପରିବାର ଓ ଶିକ୍ଷା[ସମ୍ପାଦନା]

ତ୍ରିନାଥ ୧୯୪୭ ମସିହାର ଜୁଲାଇ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଡମ୍ବରୁଧର ବେହେରା ଓ ପତ୍ନୀଙ୍କ ନାମ ଶଶିମଣି ବେହେରା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ତ୍ରିନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Trinath Behera". odishaassembly.nic.in. Odisha Assembly. Retrieved 31 December 2020.