ତ୍ରିନାଥ ସରାବ
ଦେଖଣା
(Trinath Sarabରୁ ଲେଉଟି ଆସିଛି)
ତ୍ରିନାଥ ସରାବ | |
---|---|
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୩ | |
ପୂର୍ବ ଅଧିକାରୀ | ମହେଶ୍ୱର ନାଏକ |
ପର ଅଧିକାରୀ | ଉଦିତ ପ୍ରତାପ ଦେଓ |
ନିର୍ବାଚନ ମଣ୍ଡଳୀ | ଜୁନାଗଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ଫେବୃଆରୀ ୧୯୨୫ |
ମୃତ୍ୟୁ | ୨୭ ମାର୍ଚ୍ଚ ୧୯୯୮ | (ବୟସ ୭୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ସାବିତ୍ରୀ ସରାବ |
ବାପା/ବୋଉ | ଦୀନବନ୍ଧୁ ସରାବ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ତ୍ରିନାଥ ସରାବ (୫ ଫେବୃଆରୀ ୧୯୨୫ – ୨୭ ମାର୍ଚ୍ଚ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୁନାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ତ୍ରିନାଥ ସରାବ ୧୯୨୫ ମସିହାର ଫେବୃଆରୀ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦୀନବନ୍ଧୁ ସରାବ ଓ ପତ୍ନୀଙ୍କ ନାମ ସାବିତ୍ରୀ ସରାବ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ତ୍ରିନାଥ ସରାବ ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ତ୍ରିନାଥ ସରାବ ୧୯୯୮ ମସିହାର ମାର୍ଚ୍ଚ ୨୭ ତାରିଖରେ ୭୩ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Trinath Sarab". odishaassembly.nic.in. Odisha Assembly. Retrieved 12 June 2021.