ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ
Appearance
(World Health Organizationରୁ ଲେଉଟି ଆସିଛି)
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ منظمة الصحة العالمية 世界卫生组织 Organisation mondiale de la santé Всемирная организация здравоохранения Organización Mundial de la Salud | |
---|---|
ସଙ୍ଗଠନ | Specialized agency of the United Nations |
Acronyms | WHO OMS |
ମୂଖ୍ୟ | Dr. Margaret Chan |
ସ୍ଥିତି | ସକ୍ରିୟ |
ପ୍ରତିଷ୍ଠା | ୭ ଏପ୍ରିଲ ୧୯୪୮ |
ମୂଖ୍ୟ କାର୍ଯ୍ୟାଳୟ | Geneva, Switzerland |
ୱେବସାଇଟ | www |
Parent org | ECOSOC |
୧୯୪୮ ମସିହା ଏପ୍ରିଲ ୭ ତାରିଖରେ ଜାତିସଂଘ ପକ୍ଷରୁ ପ୍ରତିଷ୍ଠା ହେଇଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(WHO)। [୧]ବିଶ୍ୱରେ ସ୍ୱାଥ୍ୟ ସେବା ସମ୍ପର୍କିତ ବିବରଣୀ ସଂଗ୍ରହ କରିବା ଏବଂ ଏହାର ମୁକାବିଲା ଦିଗରେ ଆବଶ୍ୟକ ପଦକ୍ଷେପ ନେବା ଥିଲା ଏହି ସଂଗଠନର ଉଦ୍ଦେଶ୍ୟ ।ଏହାର ମୂଖ୍ୟାଳୟ ସୁଇଜରଲାଣ୍ଡର ଜେନେଭାଠାରେ ପ୍ରତିଷ୍ଠା ହେଇଥିଲା ।ଅବଶ୍ୟ ଏହା ପୂର୍ବରୁ ସଂଗଠନ ପ୍ରତିଷ୍ଠା ଲାଗି ୧୯୪୬ ଜୁଲାଇ ୨୨ରେ ଜାତିସଂଘର ୬୧ଟି ସଦସ୍ୟ ରାଷ୍ଟ୍ର ଏକ ରାଜିନାମା ସ୍ୱାକ୍ଷର କରିଥିଲେ ।ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପ୍ରଥମ ବୈଠକ ୧୯୪୮ ଜୁଲାଇ ୨୪ରେ ଶେଷ ହେଇଥିଲା ।ପ୍ରତିଷ୍ଠା ହେବା ଦିନରୁ ସଂଗଠନ ବିଶ୍ୱରୁ ବସନ୍ତରୋଗ ସମ୍ପୁର୍ଣ୍ଣ ଭାବେ ଲୋପ କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା ଏବଂ ଏଦିଗରେ ସଫଳ ମଧ୍ୟ ହେଇଥିଲା ।[୨]
ଆଧାର
[ସମ୍ପାଦନା]ବାହାର ତଥ୍ୟ
[ସମ୍ପାଦନା]ଉଇକିମିଡ଼ିଆ କମନ୍ସରେ World Health Organization
ବାବଦରେ ମାଧ୍ୟମ ରହିଛି ।