Jump to content

ଅଙ୍ଗୁରୁ ନମିଳିଲେ ଖଟା

ଉଇକିପିଡ଼ିଆ‌ରୁ
ଅଙ୍ଗୁରୁ ନମିଳିଲେ ଖଟା
ନିର୍ଦ୍ଦେଶକଅଶ୍ୱିନୀ ଗଡ଼ନାୟକ
ପ୍ରଯୋଜକଦେବାଶିଷ ପାତ୍ର
ସଂଳାପରଜନୀ ରଞ୍ଜନ
ଚିତ୍ରନାଟ୍ୟଦେବାଶିଷ ପାତ୍ର
କଳାକାରଦେବାଶିଷ ପାତ୍ର
ଅଙ୍କିତା ମହାନ୍ତି
ପୁପିନ୍ଦର ସିଂହ
ପିଣ୍ଟୁ ନନ୍ଦ
ପ୍ରଦ୍ୟୁମ୍ନ ଲେଙ୍କା
ସଙ୍ଗୀତଶରତ ନାୟକ
ସମ୍ପାଦକଚନ୍ଦ୍ର ଶେଖର ମିଶ୍ର
ମୁକ୍ତିଲାଭ ତାରିଖ
୩୦ ଅଗଷ୍ଟ ୨୦୨୦
ଦେଶ ଭାରତ
ଭାଷାଓଡ଼ିଆ

ଅଙ୍ଗୁରୁ ନମିଳିଲେ ଖଟା, ୨୦୨୦ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଦେବାଶିଷ ପାତ୍ର ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ ରଜନୀ ରଞ୍ଜନ । ନିର୍ଦ୍ଦେଶକ ଅଶ୍ୱିନୀ ଗଡ଼ନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ଶରତ ନାୟକ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।[]

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଦେବାଶିଷ ପାତ୍ର ଓ ଅଙ୍କିତା ମହାନ୍ତି । ପୁପିନ୍ଦର ସିଂହ, ପିଣ୍ଟୁ ନନ୍ଦ, ପ୍ରଦ୍ୟୁମ୍ନ ଲେଙ୍କା, ଜୀବନ ପଣ୍ଡା, ରାଜୀବ ମହାନ୍ତି, ଗୀତ ଜୈନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିର ୨୦୨୦ ମସିହାର ଅଗଷ୍ଟ ୩୦ ତାରିଖରେ ଜୀ ସାର୍ଥକରେ ମୁକ୍ତିଲାଭ କରିଥିଲା ।[]

ଅଭିନୟ

[ସମ୍ପାଦନା]

କାହାଣୀ

[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ

[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଶରତ ନାୟକ । ଗୀତିକାର ବିଜୟ ମଲ୍ଲ ଓ ଶରତ ନାୟକ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଶଶାଙ୍କ ଶେଖର, ଅନ୍ତରା ଚକ୍ରବର୍ତ୍ତୀ, ସଂଗ୍ରାମ, ଶରତ ନାୟକ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।[]

କ୍ରମଗୀତସମୟ
1."ତତେ ମୁଁ ଭଲ ପାଉଛି ଏତେ ।" 
  1. ୧.୦ ୧.୧ ୧.୨ "List of Odia Films released in 2020OdiaLive". Odia Live (in English). 13 March 2020. Archived from the original on 7 January 2022. Retrieved 7 January 2022.{{cite news}}: CS1 maint: unrecognized language (link)

ବାହାର ଆଧାର

[ସମ୍ପାଦନା]