ଅଜିତ ଦାସ (ରାଜନେତା)
ଦେଖଣା
ଅଜିତ ଦାସ | |
---|---|
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ପ୍ରଭାତ ମହାପାତ୍ର |
ପର ଅଧିକାରୀ | ଶାରଦା ପ୍ରସାଦ ନାୟକ |
ନିର୍ବାଚନ ମଣ୍ଡଳୀ | ରାଉରକେଲା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୪ ଜୁଲାଇ ୧୯୪୯ |
ମୃତ୍ୟୁ | ୨୫ ଅଗଷ୍ଟ ୨୦୦୯ | (ବୟସ ୬୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ନମିତା ଦାସ |
ବାପା/ବୋଉ | ଗଣେଶ୍ୱର ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅଜିତ ଦାସ (୪ ଜୁଲାଇ ୧୯୪୯ - ୨୮ ଅଗଷ୍ଟ ୨୦୦୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଉରକେଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅଜିତ ଦାସ ୧୯୪୯ ମସିହାର ଜୁଲାଇ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗଣେଶ୍ୱର ଦାସ ଏବଂ ମାଆଙ୍କ ନାମ ନମିତା ଦାସ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅଜିତ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଅଜିତ ୨୦୦୯ ମସିହାର ଅଗଷ୍ଟ ୨୮ ତାରିଖରେ ୬୦ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ । [୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Ajit Das". odishaassembly.nic.in. Odisha Assembly. Retrieved 25 November 2020.