ଅନନ୍ତରାମ ମାଝି
ଅନନ୍ତରାମ ମାଝି | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୫ ନଭେମ୍ବର ୨୦୦୭ | |
ପୂର୍ବ ଅଧିକାରୀ | ବିଭୀଷଣ ମାଝି |
ପର ଅଧିକାରୀ | ପୂର୍ଣ୍ଣ ଚନ୍ଦ୍ର ମାଝି |
ନିର୍ବାଚନ ମଣ୍ଡଳୀ | ଲକ୍ଷ୍ମୀପୁର |
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୩ ମାର୍ଚ୍ଚ ୧୯୯୯ | |
ପୂର୍ବ ଅଧିକାରୀ | ଅଖିଳ ସୁଁଟା |
ପର ଅଧିକାରୀ | ବିଭୀଷଣ ମାଝି |
ନିର୍ବାଚନ ମଣ୍ଡଳୀ | ଲକ୍ଷ୍ମୀପୁର |
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୯୦ | |
ପୂର୍ବ ଅଧିକାରୀ | ଅଖିଳ ସୁଁଟା |
ପର ଅଧିକାରୀ | ଅଖିଳ ସୁଁଟା |
ନିର୍ବାଚନ ମଣ୍ଡଳୀ | ଲକ୍ଷ୍ମୀପୁର |
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପର ଅଧିକାରୀ | ଅଖିଳ ସୁଁଟା |
ନିର୍ବାଚନ ମଣ୍ଡଳୀ | ଲକ୍ଷ୍ମୀପୁର |
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୭ – ୧୯୭୧ | |
ପୂର୍ବ ଅଧିକାରୀ | କାମାୟା ମଣ୍ଡାଙ୍ଗୀ |
ପର ଅଧିକାରୀ | ହିମିରିକା ରଘୁନାଥ |
ନିର୍ବାଚନ ମଣ୍ଡଳୀ | ରାୟଗଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୦ ଜାନୁଆରୀ ୧୯୩୪ |
ମୃତ୍ୟୁ | ୨୫ ନଭେମ୍ବର ୨୦୦୭ | (ବୟସ ୭୩)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | କଂଗ୍ରେସ (ଇ) |
ଜୀବନ ସାଥୀ | ରାଜମଣି ମାଝି, ଲକ୍ଷ୍ମୀପ୍ରିୟା ମାଝି |
ସନ୍ତାନ | ପୂର୍ଣ୍ଣ ଚନ୍ଦ୍ର ମାଝି (ପୁଅ) |
ବାପା/ବୋଉ | ବିଶି ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅନନ୍ତରାମ ମାଝି (୧୦ ଜାନୁଆରୀ ୧୯୩୪ - ୨୫ ନଭେମ୍ବର ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଥିଲେ । ୧୯୬୭, ୧୯୭୪, ୧୯୮୦, ୧୯୮୫, ୧୯୯୫ ଓ ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାୟଗଡ଼ା ଓ ଲକ୍ଷ୍ମୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅନନ୍ତରାମ ମାଝି ୧୯୩୪ ମସିହାର ଜାନୁଆରୀ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିଶି ମାଝି ଏବଂ ପତ୍ନୀଙ୍କ ନାମ ରାଜମଣି ମାଝି ଓ ଲକ୍ଷ୍ମୀପ୍ରିୟା ମାଝି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅନନ୍ତରାମ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଥିଲେ । ୧୯୯୯ ମସିହାରେ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ରାୟଗଡ଼ା | ଭାରତୀୟ ଜାତୀୟ କଂଗ୍ରେସ |
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ଲକ୍ଷ୍ମୀପୁର | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | ଲକ୍ଷ୍ମୀପୁର | କଂଗ୍ରେସ (ଇ) |
୧୯୮୫ | ୧୯୯୦ | ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା | ଲକ୍ଷ୍ମୀପୁର | ଭାରତୀୟ ଜାତୀୟ କଂଗ୍ରେସ |
୧୯୯୫ | ୨୩ ମାର୍ଚ୍ଚ ୧୯୯୯ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ଲକ୍ଷ୍ମୀପୁର | ଭାରତୀୟ ଜାତୀୟ କଂଗ୍ରେସ |
୨୦୦୪ | ୨୫ ନଭେମ୍ବର ୨୦୦୭ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ଲକ୍ଷ୍ମୀପୁର | ଭାରତୀୟ ଜାତୀୟ କଂଗ୍ରେସ |
ମୃତ୍ୟୁ
[ସମ୍ପାଦନା]ଅନନ୍ତରାମ ମାଝି ୨୦୦୭ ମସିହାର ନଭେମ୍ବର ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Anantaram Majhi". odishaassembly.nic.in. Odisha Assembly. Retrieved 17 February 2022.