ଅବଦୁର ରହମାନ
ଦେଖଣା
ଅବଦୁର ରହମାନ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ନିର୍ବାଚନ ମଣ୍ଡଳୀ | ଉମରକୋଟ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩ ମାର୍ଚ୍ଚ ୧୯୧୭ |
ମୃତ୍ୟୁ | ୨୯ ଅକ୍ଟୋବର ୨୦୧୧ | (ବୟସ ୯୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ମେହତାବ ବେଗମ |
ବାପା/ବୋଉ | ଗୁଲାମ ମହିଉଦ୍ଦିନ ଖାନ୍ ଦୁରାନି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅବଦୁର ରହମାନ (୩ ମାର୍ଚ୍ଚ ୧୯୧୭ - ୨୯ ଅକ୍ଟୋବର ୨୦୧୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉମରକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଅବଦୁର ରହମାନ ୧୯୧୭ ମସିହାର ମାର୍ଚ୍ଚ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୁଲାମ ମହିଉଦ୍ଦିନ ଖାନ୍ ଦୁରାନି ଓ ପତ୍ନୀଙ୍କ ନାମ ମେହତାବ ବେଗମ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଅବଦୁର ରହମାନ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଅବଦୁର ରହମାନ ୨୦୧୧ ମସିହାର ଅକ୍ଟୋବର ୨୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Abdur Rahiman". odishaassembly.nic.in. Odisha Assembly. Retrieved 15 January 2023.