ଅଶୋକ ଚନ୍ଦ୍ର ପଣ୍ଡା
ଅଶୋକ ଚନ୍ଦ୍ର ପଣ୍ଡା | |
---|---|
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ଏବେଯାଏଁ | |
ନିର୍ବାଚନ ମଣ୍ଡଳୀ | ଭୁବନେଶ୍ୱର (ଏକାମ୍ର) |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୬ ଅପ୍ରେଲ ୧୯୫୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ପ୍ରିୟଦର୍ଶିନୀ ପଣ୍ଡା |
ବାପା/ବୋଉ | ଘନଶ୍ୟାମ ପଣ୍ଡା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଅଶୋକ ଚନ୍ଦ୍ର ପଣ୍ଡା (ଜନ୍ମ: ୧୬ ଅପ୍ରେଲ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ଅଶୋକ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଏକାମ୍ର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]
ଅଶୋକ ଚନ୍ଦ୍ର ପଣ୍ଡା ୧୯୫୪ ମସିହାର ଅପ୍ରେଲ ମାସ ୧୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଘନଶ୍ୟାମ ପଣ୍ଡା ଏବଂ ପତ୍ନୀଙ୍କ ନାମ ପ୍ରିୟଦର୍ଶିନୀ ପଣ୍ଡା ।[୧] ଅଶୋକଙ୍କ ଶିକ୍ଷାଗତ ଯୋଗ୍ୟତା ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ।[୧]
ରାଜନୈତିକ ଜୀବନ[ସମ୍ପାଦନା]
ଅଶୋକ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]
ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ଭୁବନେଶ୍ୱର (ଏକାମ୍ର) | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ଭୁବନେଶ୍ୱର (ଏକାମ୍ର) | ବିଜୁ ଜନତା ଦଳ |
୨୦୧୯ | - | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ଭୁବନେଶ୍ୱର (ଏକାମ୍ର) | ବିଜୁ ଜନତା ଦଳ |
ଆଧାର[ସମ୍ପାଦନା]
ଉଇକିମିଡ଼ିଆ କମନ୍ସରେ ଅଶୋକ ଚନ୍ଦ୍ର ପଣ୍ଡା
ବାବଦରେ ମାଧ୍ୟମ ରହିଛି ।