ଇ.ଏମ୍. ଇଭାନ୍ସ୍
ଦେଖଣା
ଇ.ଏମ୍. ଇଭାନ୍ସ୍ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ଘୁମୁସର-ଉଦୟଗିରି |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | ନିର୍ଦ୍ଦଳୀୟ |
ବୃତ୍ତି | ରାଜନୀତିଜ୍ଞ |
ଇ.ଏମ୍. ଇଭାନ୍ସ୍ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଘୁମୁସର-ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ମନୋନୀତ ହୋଇଥିଲେ ।[୧][୨]
ରାଜନୈତିକ ଜୀବନ
[ସମ୍ପାଦନା]ଇ.ଏମ୍. ଇଭାନ୍ସ୍ ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୨]
ଆଧାର
[ସମ୍ପାଦନା]- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୮. ISBN 978-81-89436-54-4. Retrieved 7 November 2023.
{{cite book}}
: CS1 maint: unrecognized language (link) - ↑ ୨.୦ ୨.୧ "Shri E.M. Evans". odishaassembly.nic.in. Odisha Assembly. Retrieved 4 December 2023.