ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ
ଦେଖଣା
ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ | |
---|---|
ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ | |
ସ୍ଥାପିତ | ୧୯୮୧ |
ଅବସ୍ଥାନ | ଭୁବନେଶ୍ୱର, ଓଡ଼ିଶା, ଭାରତ |
ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟ ଓଡ଼ିଶାର ଭୁବନେଶ୍ୱରଠାରେ ଅବସ୍ଥିତ ଏକ ସରକାରୀ ବୈଷୟିକ ବିଶ୍ୱବିଦ୍ୟାଳୟ ।
ଏହା ପ୍ରଥମେ ମହାବିଦ୍ୟାଳୟ ଥିଲା ଓ ଏହା ଯାନ୍ତ୍ରିକ ଓ ବୈଷୟିକ ମହାବିଦ୍ୟାଳୟ ନାମରେ ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧୀନରେ ପରିଚାଳିତ ହେଉଥିଲା। ୨୦୨୧ ମସିହାରେ ଏହା ଓଡ଼ିଶା ସରକାରଙ୍କଦ୍ୱାରା ବିଶ୍ବବିଦ୍ୟାଳୟ ମାନ୍ୟତା ପାଇଲା।
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |