କାହ୍ନୁ ସୋରେନ
ଦେଖଣା
କାହ୍ନୁ ସୋରେନ | |
---|---|
ବିଧାୟକ: ୧୦ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୧୯୯୫ | |
ନିର୍ବାଚନ ମଣ୍ଡଳୀ | କୁଳିଅଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଅପ୍ରେଲ ୧୯୪୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଜୀବନ ସାଥୀ | ସରସ୍ୱତୀ ସୋରେନ |
ବାପା/ବୋଉ | କରୁଣାକର ସୋରେନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
କାହ୍ନୁ ସୋରେନ (ଜନ୍ମ: ୧ ଅପ୍ରେଲ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୁଳିଅଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]କାହ୍ନୁ ସୋରେନ ୧୯୪୮ ମସିହାର ଅପ୍ରେଲ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କରୁଣାକର ସୋରେନ ଓ ପତ୍ନୀଙ୍କ ନାମ ସରସ୍ୱତୀ ସୋରେନ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]କାହ୍ନୁ ସୋରେନ ଓଡ଼ିଶା ରାଜନୀତିରେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Kanhu Soren". odishaassembly.nic.in. Odisha Assembly. Retrieved 27 August 2022.