ଗଣେଶ୍ୱର ବେହେରା
ଦେଖଣା
ଗଣେଶ୍ୱର ବେହେରା | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ନିର୍ବାଚନ ମଣ୍ଡଳୀ | ପଟ୍ଟାମୁଣ୍ଡାଇ |
୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ନିର୍ବାଚନ ମଣ୍ଡଳୀ | ପଟ୍ଟାମୁଣ୍ଡାଇ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୩ ସେପ୍ଟେମ୍ବର ୧୯୫୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଉର୍ବସୀ ବେହେରା |
ବାପା/ବୋଉ | ଗୋବିନ୍ଦ ଚନ୍ଦ୍ର ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଗଣେଶ୍ୱର ବେହେରା (ଜନ୍ମ: ୨୩ ସେପ୍ଟେମ୍ବର ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୧୯୮୫ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଟ୍ଟାମୁଣ୍ଡାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଗଣେଶ୍ୱର ବେହେରା ୧୯୫୯ ମସିହାର ସେପ୍ଟେମ୍ବର ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୋବିନ୍ଦ ଚନ୍ଦ୍ର ବେହେରା ଓ ପତ୍ନୀଙ୍କ ନାମ ଉର୍ବସୀ ବେହେରା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଗଣେଶ୍ୱର ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୧୯୯୯ ମସିହାରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Ganeswar Behera". odishaassembly.nic.in. Odisha Assembly. Retrieved 17 August 2022.