ଗୋପରେ ବଢୁଚି କଳାକହ୍ନେଇ

ଉଇକିପିଡ଼ିଆ‌ରୁ
ଗୋପରେ ବଢ଼ୁଛି କଳା କ‌ହ୍ନେଇ
ନିର୍ଦ୍ଦେଶକସାଧୁ ମେହେର
ପ୍ରଯୋଜକବିଜୟ କୁମାର
କଳାକାରସିଦ୍ଧାନ୍ତ ମହାପାତ୍ର
ଋତୁପର୍ଣ୍ଣା ସେନ‌ଗୁପ୍ତା
ଉତ୍ତମ ମହାନ୍ତି
ଅପରାଜିତା ମହାନ୍ତି
ବିଜୟ ମହାନ୍ତି
ସଙ୍ଗୀତବାଚୁ ମୁଖାର୍ଜୀ
ଚିତ୍ରଗ୍ରହଣଅଶୋକ ସ୍ୱାଇଁ
ମୁକ୍ତିଲାଭ ତାରିଖ
୨୧ ଅପ୍ରେଲ ୧୯୯୪
ଦେଶ ଭାରତ
ଭାଷାଓଡ଼ିଆ

ଗୋପରେ ବଢ଼ୁଛି କଳା କ‌ହ୍ନେଇ, ୧୯୯୪ରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ବିଜୟ କୁମାର । ସାଧୁ ମେହେର ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।

ସିଦ୍ଧାନ୍ତ ମହାପାତ୍ର, ଋତୁପର୍ଣ୍ଣା ସେନ‌ଗୁପ୍ତା, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ବିଜୟ ମହାନ୍ତି, ମିହିର ଦାସ, ମାମିନା, ଅସୀତ ପତି, ମହାଶ୍ୱେତା ରାୟ, ସମାଜ ପତି, ଜୟୀରାମ ସାମଲ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବାଚୁ ମୁଖାର୍ଜୀ[୨][୩] ଧୀର ବାସା, ବିଜୟ କୁମାର ଆଦି ଗୀତିକାର ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ମହମଦ ଅଜିଜ୍, କବିତା କ୍ରିଷ୍ଣମୂର୍ତ୍ତୀ, ଉଦିତ ନାରାୟଣ, ଅନୁରାଧା ପୌଡ଼ୱାଲ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "'ମଥୁରା ବିଜୟ'ରୁ ଆରମ୍ଭ 'ଅଜାତି'ରେ ଶେଷ, ଏମିତି ଥିଲା ଭେଟେରାନ ଅଭିନେତାଙ୍କ ଅଭିନୟ ଯାତ୍ରା". Prameya News7 (in ଆମେରିକୀୟ ଇଂରାଜୀ). 11 January 2022. Archived from the original on 5 July 2023. Retrieved 29 August 2023.
  2. "ସଂଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀଙ୍କ ପରଲୋକ". www.prameya.com/. prameya.com. Archived from the original on 4 June 2022. Retrieved 4 June 2022.
  3. "ପରଲୋକରେ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ". www.samayalive.in. ସମୟ. Archived from the original on 4 June 2022. Retrieved 4 June 2022.

ବାହାର ଆଧାର[ସମ୍ପାଦନା]