ଗୋଲକ ବିହାରୀ ନାଏକ
ଗୋଲକ ବିହାରୀ ନାଏକ | |
---|---|
ବିଧାୟକ: ୧୨ଶ, ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୯ | |
ନିର୍ବାଚନ ମଣ୍ଡଳୀ | ଖୁଣ୍ଟା |
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ୨୦୧୯ | |
ନିର୍ବାଚନ ମଣ୍ଡଳୀ | ଉଦଳା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ଅଗଷ୍ଟ ୨୭, ୧୯୫୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ସୁବାସିନୀ ନାଏକ |
ବାପା/ବୋଉ | ହରିହର ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଗୋଲକ ବିହାରୀ ନାଏକ (ଜନ୍ମ: ୨୭ ଅଗଷ୍ଟ ୧୯୫୭) ଜଣେ ଓଡ଼ିଆ ରାଜନୀତିଜ୍ଞ । ଶ୍ରୀନାଥ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି ଏବଂ ପୂର୍ବରୁ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୪ ଓ ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଖୁଣ୍ଟା ଓ ଉଦଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ଗୋଲକ ବିହାରୀ ୧୯୫୭ ମସିହାର ଅଗଷ୍ଟ ମାସ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ନାଏକଙ୍କ ବାପାଙ୍କ ନାମ ହରିହର ନାଏକ ।[୧] ତାଙ୍କ ଶିକ୍ଷାଗତ ଯୋଗ୍ୟତା କଳାରେ ଇଣ୍ଟରମିଡିଏଟ୍ । ତାଙ୍କ ପତ୍ନୀଙ୍କ ନାମ ସୁବାସିନୀ ନାଏକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଶ୍ରୀନାଥ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପୂର୍ବରୁ ସେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Golak Bihari Naik". odishaassembly.nic.in. Odisha Assembly. Retrieved 1 September 2019.