Jump to content

ଗୋଲ୍‌ମାଲ୍

ଉଇକିପିଡ଼ିଆ‌ରୁ
ଗୋଲ୍‌ମାଲ୍
ନିର୍ଦ୍ଦେଶକଅଶ୍ୱିନୀ ଗଡ଼ନାୟକ
ପ୍ରଯୋଜକକେଦାର ଚନ୍ଦ୍ର ରାଉତ
ସଂଳାପନିର୍ମଳ ନାୟକ
କଳାକାରସିଦ୍ଧାନ୍ତ ମହାପାତ୍ର
ଆନିଷା ଶର୍ମା
ଚିତ୍ତ ରଞ୍ଜନ ତ୍ରିପାଠୀ
ବବି ମିଶ୍ର
ସଙ୍ଗୀତପ୍ରେମ ଆନନ୍ଦ
ଚିତ୍ରଗ୍ରହଣଧୃବାନନ୍ଦ ପଣ୍ଡା
ସମ୍ପାଦକଚନ୍ଦ୍ରଶେଖର ମିଶ୍ର
ଦେଶ ଭାରତ
ଭାଷାଓଡ଼ିଆ

ଗୋଲ୍‌ମାଲ୍, ୨୦୨୦ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କେଦାର ଚନ୍ଦ୍ର ରାଉତ । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ନିର୍ଦ୍ଦେଶକ ଅଶ୍ୱିନୀ ଗଡ଼ନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ । ସଙ୍ଗୀତକାର ପ୍ରେମ ଆନନ୍ଦ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।[]

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସିଦ୍ଧାନ୍ତ ମହାପାତ୍ର ଓ ଆନିଷା ଶର୍ମା । ଚିତ୍ତରଞ୍ଜନ ତ୍ରିପାଠୀ, ବବି ମିଶ୍ର, ପୃଥ୍ୱୀରାଜ ନାୟକ, ଅପରାଜିତା ମହାନ୍ତି, ପ୍ରଜ୍ଞା ଖଟୁଆ, ପ୍ରଦ୍ୟୁମ୍ନ ଲେଙ୍କା, ବ୍ରଜ ସିଂହ, ପିଙ୍କି ପ୍ରଧାନ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଏହି କଥାଚିତ୍ରଟିର ୨୦୨୦ ମସିହାର ମାର୍ଚ୍ଚ ୮ ତାରିଖରେ ଜୀ ସାର୍ଥକରେ ମୁକ୍ତିଲାଭ କରିଥିଲା ।[]

ଅଭିନୟ

[ସମ୍ପାଦନା]

କାହାଣୀ

[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ

[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦଶନା ଦେଇଥିଲେ ପ୍ରେମ ଆନନ୍ଦ । ଗୀତିକାର ବସନ୍ତରାଜ ସାମଲ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ହ୍ୟୁମାନ ସାଗର, ଦୀପ୍ତିରେଖା ପାଢ଼ୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

କ୍ରମଗୀତଗାୟକସମୟ
1."ଗୋଲ୍‌ମାଲ୍"ହ୍ୟୁମାନ ସାଗର, ଦୀପ୍ତିରେଖା ପାଢ଼ୀ 
2."ସଜନା ସଜନା"ହ୍ୟୁମାନ ସାଗର, ଦୀପ୍ତିରେଖା ପାଢ଼ୀ 
3."ତୁ ଏବେ ବି ଦିୱାନୀ"ହ୍ୟୁମାନ ସାଗର, ଦୀପ୍ତିରେଖା ପାଢ଼ୀ 
  1. "ରୁପେଲି ପରଦା: ୧୦୦ କୋଟିର ସିନେ କାରବାର ଠପ୍‌ | Sambad". ସମ୍ବାଦ. sambad.in. 19 December 2020. Archived from the original on 20 January 2021. Retrieved 9 January 2022.
  2. ୨.୦ ୨.୧ "List of Odia Films released in 2020OdiaLive". Odia Live (in English). 13 March 2020. Archived from the original on 7 January 2022. Retrieved 7 January 2022.{{cite news}}: CS1 maint: unrecognized language (link)

ବାହାର ଆଧାର

[ସମ୍ପାଦନା]