ଚୈତନ ମାଝି
ଦେଖଣା
ଚୈତନ ମାଝି | |
---|---|
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୨ – ୧୯୫୭ | |
ପର ଅଧିକାରୀ | ଘାସିରାମ ମାଝି |
ନିର୍ବାଚନ ମଣ୍ଡଳୀ | ନୂଆପଡ଼ା |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୯୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ଚୈତନ ମାଝି (ମୃତ୍ୟୁ: ୧୯୯୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନୂଆପଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଚୈତନ ମାଝି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଚୈତନ ମାଝି ୧୯୯୧ ମସିହାରେ ମୃତ୍ୟୁବରଣ କରିଥିଲେ । ୯ ସେପ୍ଟେମ୍ବର ୧୯୯୧ରେ ତାଙ୍କ ପାଇଁ ବିଧାନ ସଭା ଗୃହରେ ଶୋକ ପାଳନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Chaitan Majhi". odishaassembly.nic.in. Odisha Assembly. Retrieved 26 June 2021.