ଜଗନ୍ନାଥ ଦାସ (ରାଜନେତା)
ଦେଖଣା
ଜଗନ୍ନାଥ ଦାସ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୩୭ – ୧୯୪୬ | |
ନିର୍ବାଚନ ମଣ୍ଡଳୀ | ପଶ୍ଚିମ ଭଦ୍ରକ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୫ ମାର୍ଚ୍ଚ ୧୮୯୨ |
ମୃତ୍ୟୁ | ୧୯୭୨ |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | କଂଗ୍ରେସ |
ବୃତ୍ତି | ରାଜନୀତିଜ୍ଞ |
ଜଗନ୍ନାଥ ଦାସ (୧୮୯୨ – ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଶ୍ଚିମ ଭଦ୍ରକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଜଗନ୍ନାଥ ଦାସ ୧୮୯୨ ମସିହାର ମାର୍ଚ୍ଚ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ସେ ପ୍ରମିଳା ଦେବୀଙ୍କୁ ବିବାହ କରିଥିଲେ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ଜଗନ୍ନାଥ ଦାସ କଂଗ୍ରେସର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୨]
ମୃତ୍ୟୁ
[ସମ୍ପାଦନା]୧୯୭୨ ମସିହାରେ ତାଙ୍କର ମୃତ୍ୟୁ ହୋଇଥିଲା । ୨୧ ଅଗଷ୍ଟ ୧୯୭୨ରେ ତାଙ୍କ ପାଇଁ ବିଧାନ ସଭାରେ ଶୋକ ପାଳନ କରାଯାଇଥିଲା ।[୨]
ଆଧାର
[ସମ୍ପାଦନା]- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୬. ISBN 978-81-89436-54-4. Retrieved 7 November 2023.
{{cite book}}
: CS1 maint: unrecognized language (link) - ↑ ୨.୦ ୨.୧ ୨.୨ "Shri Jagannath Das". odishaassembly.nic.in. Odisha Assembly. Retrieved 12 November 2023.