ଦେବରାଜ ସେଠ
ଦେଖଣା
ଦେବରାଜ ସେଠ | |
---|---|
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୦ | |
ପୂର୍ବ ଅଧିକାରୀ | ଦୌଲତ ବାଘ |
ପର ଅଧିକାରୀ | ଧନେଶ୍ୱର କୁମ୍ଭାର |
ନିର୍ବାଚନ ମଣ୍ଡଳୀ | ସୋନପୁର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ପାର୍ଟି |
ବୃତ୍ତି | ରାଜନୀତିଜ୍ଞ |
ଦେବରାଜ ସେଠ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଦେବରାଜ ସେଠ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Debaraj Seth". odishaassembly.nic.in. Odisha Assembly. Retrieved 24 August 2021.