ଦେବେନ୍ଦ୍ର ଚୌଧୁରୀ
ଦେଖଣା
ଦେବେନ୍ଦ୍ର ଚୌଧୁରୀ | |
---|---|
ଜନ୍ମ ଓ ଜନ୍ମସ୍ଥାନ | ଦେବେନ୍ଦ୍ର ଚୌଧୁରୀ ୧ ଅକ୍ଟୋବର ୧୯୭୨ |
ବୃତ୍ତି | ଶିଶୁ ସାହିତ୍ୟିକ |
ଭାଷା | ଓଡ଼ିଆ |
ଜାତୀୟତା | ଭାରତୀୟ |
ସାହିତ୍ୟ କୃତି | ଚୁଇଁ ଚଢ଼େଇ |
ପୁରସ୍କାର | ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, ୨୦୧୬[୧] |
ଦେବେନ୍ଦ୍ର ଚୌଧୁରୀ (ଜନ୍ମ: ୧ ଅକ୍ଟୋବର ୧୯୭୨) ଜଣେ ଓଡ଼ିଆ ଲେଖକ, ଯିଏକି ମୁଖ୍ୟତଃ ଶିଶୁ ସାହିତ୍ୟରେ ନିଜର ଲେଖନୀ ଚାଳନା କରନ୍ତି ।[୨] ସେ ଓଡ଼ିଆ ଭାଷାରେ ବିଭିନ୍ନ ଶିଶୁ ସାହିତ୍ୟ ପୁସ୍ତକ ରଚନା କରିଛନ୍ତି ।[୩] ୨୦୧୬ ମସିହାରେ ତାଙ୍କୁ ତାଙ୍କର ଶିଶୁ ସାହିତ୍ୟ ପୁସ୍ତକ ଚୁଇଁ ଚଢ଼େଇ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।[୪][୫]
ଜନ୍ମ ଓ ଶିକ୍ଷା
[ସମ୍ପାଦନା]ଦେବେନ୍ଦ୍ର ଚୌଧୁରୀ ୧୯୭୨ ମସିହାର ଅକ୍ଟୋର ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ସେ କେନ୍ଦ୍ରାପଡ଼ା ଜିଲ୍ଲାର ପିକରାଳିସ୍ଥିତ କପିଳ ମୁନି ଉଚ୍ଚ ବିଦ୍ୟାଳୟରୁ ହାଇସ୍କୁଲ ଶିକ୍ଷା ସମାପ୍ତ କରି କେନ୍ଦ୍ରାପଡ଼ା ମହାବିଦ୍ୟାଳୟରେ ଶିକ୍ଷା ଗ୍ରହଣ କରିଥିଲେ । ପରବର୍ତ୍ତୀ ସମୟରେ ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଶିକ୍ଷାଗ୍ରହଣ କରିଥିଲେ ।
ରଚନାବଳୀ
[ସମ୍ପାଦନା]ଆଧାର
[ସମ୍ପାଦନା]- ↑ "୨୦୧୨, ୨୦୧୩, ୨୦୧୪ ମସିହାରେ ପ୍ରକାଶିତ ୨୦୧୫ ବର୍ଷର ପୁରସ୍କୃତ ପୁସ୍ତକ". ଓଡ଼ିଶା ସାହିତ୍ୟ ଏକାଡେମୀ. Archived from the original on 15 July 2022. Retrieved 15 July 2022.
- ↑ "୨୦୧୫ ଓ ୨୦୧୬ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା, ଜାଣନ୍ତୁ କିଏ କେଉଁ ବିଭାଗରେ ପାଇବେ ପୁରସ୍କାର". Prameyanews7. ଭୁବନେଶ୍ୱର. 10 July 2020. Archived from the original on 15 July 2022. Retrieved 15 July 2022.
- ↑ Otv, News Desk. "୨୦୧୫ ଓ ୨୦୧୬ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା". ୨୦୧୫ ଓ ୨୦୧୬ ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା. Archived from the original on 2022-07-15. Retrieved 2022-07-15.
- ↑ Pradhan, Hemanta (10 July 2020). "Odisha Sahitya Akademi Awards for 2015, 2016 declared - Times of India". The Times of India (in English). Bhubaneswar. Retrieved 15 July 2022.
{{cite news}}
: CS1 maint: unrecognized language (link) - ↑ "Odisha Sahitya Akademi award for 18 authors". The New Indian Express. Retrieved 2022-07-16.
- ↑ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର: ଉପନ୍ୟାସରେ ନିତ୍ୟାନନ୍ଦ ପଣ୍ଡା, ଗୀତି କବିତାରେ ମନୋଜ ମହାନ୍ତି". Samaya Live. ଭୁବନେଶ୍ୱର. 11 July 2020. Archived from the original on 15 July 2022. Retrieved 15 July 2022.
- ↑ "Odisha Sahitya Akademi Awards announced | Sambad English". Sambad English (in English). Bhubaneswar: sambadenglish.com. 10 July 2020. Archived from the original on 15 July 2022. Retrieved 15 July 2022.
{{cite news}}
: CS1 maint: unrecognized language (link)