ନରସିଂହ ପାତ୍ର
ଦେଖଣା
ନରସିଂହ ପାତ୍ର | |
---|---|
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୭ | |
ପୂର୍ବ ଅଧିକାରୀ | ଶବର ଡୁମ୍ବା |
ପର ଅଧିକାରୀ | ଭାଗିରଥୀ ଗମାଙ୍ଗ |
ନିର୍ବାଚନ ମଣ୍ଡଳୀ | ଗୁଣୁପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୦ ଅଗଷ୍ଟ ୧୯୧୨ |
ମୃତ୍ୟୁ | ୨୨ ଜାନୁଆରୀ ୧୯୯୦ | (ବୟସ ୭୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ସରିୟାମଣୀ ଦେବୀ |
ସନ୍ତାନ | ୭ |
ବାପା/ବୋଉ | ମଧୁସୂଦନ ପାତ୍ର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ନରସିଂହ ପାତ୍ର (୨୦ ଅଗଷ୍ଟ ୧୯୧୨ - ୨୨ ଜାନୁଆରୀ ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗୁଣୁପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ନରସିଂହ ପାତ୍ର ୧୯୧୨ ମସିହାର ଅଗଷ୍ଟ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମଧୁସୂଦନ ପାତ୍ର ଓ ପତ୍ନୀଙ୍କ ନାମ ସରିୟାମଣୀ ଦେବୀ[୧]
ରାଜନୈତିକ ଜୀବନ
[ସମ୍ପାଦନା]ନରସିଂହ ପାତ୍ର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ନରସିଂହ ପାତ୍ର ୧୯୯୦ ମସିହାର ଜାନୁଆରୀ ୨୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Naroshimho Patro". odishaassembly.nic.in. Odisha Assembly. Retrieved 4 February 2022.