ନିରଞ୍ଜନ ପଟ୍ଟନାୟକ
ନିରଞ୍ଜନ ପଟ୍ଟନାୟକ | |
---|---|
ବିଧାୟକ: ୮ମ ଓ ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୯୦ | |
ନିର୍ବାଚନ ମଣ୍ଡଳୀ | ରାମଚନ୍ଦ୍ରପୁର |
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ନିର୍ବାଚନ ମଣ୍ଡଳୀ | ରାମଚନ୍ଦ୍ରପୁର |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ନିର୍ବାଚନ ମଣ୍ଡଳୀ | ରାମଚନ୍ଦ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁନ ୧୯୪୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ପ୍ରଭାତ ନଳିନୀ ପଟ୍ଟନାୟକ |
ବାପା/ବୋଉ | ବ୍ରଜବନ୍ଧୁ ପଟ୍ଟନାୟକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ନିରଞ୍ଜନ ପଟ୍ଟନାୟକ (ଜନ୍ମ: ୧ ଜୁନ ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ନିରଞ୍ଜନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ଚାରିଥର କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫, ୧୯୯୫ ଓ ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଚନ୍ଦ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ, ୧୧ଶ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ଶିକ୍ଷା ଓ ପରିବାର
[ସମ୍ପାଦନା]ନିରଞ୍ଜନ ପଟ୍ଟନାୟକ ୧୯୪୨ ମସିହାର ଜୁନ ମାସ ୧ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବ୍ରଜବନ୍ଧୁ ପଟ୍ଟନାୟକ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧] ତାଙ୍କ ପତ୍ନୀଙ୍କ ନାମ ପ୍ରଭାତ ନଳିନୀ ପଟ୍ଟନାୟକ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ନିରଞ୍ଜନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି ଏବଂ ରାଜ୍ୟ କଂଗ୍ରେସର ସଭାପତି ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Niranjan Patnaik". odishaassembly.nic.in. Odisha Assembly. Retrieved 13 August 2019.