ପଞ୍ଚାନନ ଦାସ
ଦେଖଣା
ପଞ୍ଚାନନ ଦାସ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ନିର୍ବାଚନ ମଣ୍ଡଳୀ | ବୈସିଙ୍ଗା |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୯୯୦ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଶାରଳା ଦାସ |
ବାପା/ବୋଉ | ବନମାଳୀ ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପଞ୍ଚାନନ ଦାସ (ମୃତ୍ୟୁ: ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୈସିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପଞ୍ଚାନନ ଦାସଙ୍କ ବାପାଙ୍କ ନାମ ବନମାଳୀ ଦାସ ଓ ପତ୍ନୀଙ୍କ ନାମ ଶାରଳା ଦାସ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପଞ୍ଚାନନ ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ପଞ୍ଚାନନ ଦାସ ୧୯୯୦ ମସିହାରେ ମୃତ୍ୟୁବରଣ କରିଥିଲେ । ୨୨ ଜାନୁଆରୀ ୧୯୯୦ରେ ତାଙ୍କୁ ବିଧାନ ସଭା ଗୃହରେ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଥିଲା ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Panchanan Das". odishaassembly.nic.in. Odisha Assembly. Retrieved 20 January 2023.