ପ୍ରିୟଦର୍ଶୀ ମିଶ୍ର

ଉଇକିପିଡ଼ିଆ‌ରୁ
ପ୍ରିୟଦର୍ଶୀ ମିଶ୍ର
କଳିଙ୍ଗ ସାହିତ୍ୟ ଉତ୍ସବ ୨୦୧୫ ଉଦଘାଟନ ଉତ୍ସବରେ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀଭାଗୀରଥି ବଡ଼ଜେନା
ପର ଅଧିକାରୀସୁଶାନ୍ତ କୁମାର ରାଉତ
ନିର୍ବାଚନ ମଣ୍ଡଳୀଭୁବନେଶ୍ୱର (ଉତ୍ତର)
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ପ୍ରିୟଦର୍ଶୀ ମିଶ୍ର ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପ୍ରିୟଦର୍ଶୀ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଭୁବନେଶ୍ୱର ଉତ୍ତର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରିୟଦର୍ଶୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Priyadarshi Mishra". odishaassembly.nic.in. Odisha Assembly. Retrieved 25 May 2020.

ବାହାର ଆଧାର[ସମ୍ପାଦନା]