ବର୍ଷଣ
ଦେଖଣା
ବର୍ଷଣ (Precipitation) ଏକ ପ୍ରାକୃତିକ ପ୍ରକ୍ରିୟା । ଏହି ପ୍ରକ୍ରିୟାରେ ଜଳ କଠିନ କିମ୍ବା ତରଳ ଅବସ୍ଥାରେ ଭୂପୃଷ୍ଠରେ ପଡ଼ିଥାଏ । ମେଘରେ ଥିବା ଜଳକଣା ବା ତୁଷାରକଣାଗୁଡ଼ିକ ଏତେ କ୍ଷୁଦ୍ର ଯେ ବହୁଦିନ ଧରି ଆକାଶରେ ଭାସି ବୁଲିଲେ ମଧ୍ୟ ତଳକୁ ଶୀଘ୍ର ଖସିପଡ଼ିବାର ସମ୍ଭାବନା ନ ଥାଏ । ଏହି ଜଳକଣା କିମ୍ବା ତୁଷାରକଣାଗୁଡ଼ିକ ଅଧିକ ଘନୀଭୂତ ହେଲେ ସେମାନଙ୍କର ଆକାର ବୃଦ୍ଧି ପାଇ ଓଜନିଆ ହେବା ଯୋଗୁଁ ସେଗୁଡ଼ିକ ତଳେ ଖସିପଡ଼ିଥାଏ ।[୧]
ପ୍ରକାର
[ସମ୍ପାଦନା]ବର୍ଷଣ ମୁଖ୍ୟତଃ ୩ ପ୍ରକାରର:[୧]